ଢେଙ୍କାନାଳ ଓକିଲ ସଂଘ ତରଫରୁ ରେଳ ଦୁର୍ଘଟଣାରେ ମୃତକଙ୍କ ପାଇଁ ଦୀପଦାନ

1 min read
Spread the love

ବାହାନଗା ରେଳ ଦୁର୍ଘଟଣାର ମୃତକଙ୍କ ଉଦ୍ଦେଶ୍ୟରେ ଢେଙ୍କାନାଳ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଦୀପଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି। ସଂଘର ସଭାପତି ଗୋପାଳ ଚନ୍ଦ୍ର ପାତ୍ରଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ହନୁମାନ ବାଟିକା ଠାରେ ଦୀପଦାନ କରାଯାଇ ଶ୍ରଦ୍ଧାଞ୍ଜଳି ଦିଆଯାଇଥିଲା । ଏହି କାର୍ଯ୍ୟକ୍ରମରେ ସଂଘର ସଂପାଦକ ପ୍ରଶାନ୍ତ କୁମାର ସାହୁ, ଆଇନ୍‌ଜୀବୀ ସିବସାର ମହାପାତ୍ର, ଦେବାଶିଷ ମିଶ୍ର, ବିଧାନଚନ୍ଦ୍ର ସାହୁଙ୍କ ସମେତ ବହୁ ଆଇନ୍‌ଜୀବୀ ଯୋଗଦେଇଥିଲେ ।

Leave a Reply

Your email address will not be published. Required fields are marked *

error: Content is protected !!