ପ୍ରାକ୍ତନ ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ସେଠୀଙ୍କ ଦ୍ୱାରା ରଜ ଉପଲକ୍ଷେ ଶୁଭେଚ୍ଛା ଓ ଶୁଭକାମନା

1 min read
Spread the love

ରଘୁନାଥପାଲ୍ଲୀର ପ୍ରାକ୍ତନ ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ସେଠୀ ଓଡିଶା ର ଗଣପର୍ବ ରଜ ଉତ୍ସବ ଉପଲକ୍ଷେ ରଘୁନାଥପଲ୍ଲୀ ନିର୍ବାଚନ ମଣ୍ଡଳୀର ବିଭିନ୍ନ ବର୍ଗର ବ୍ୟକ୍ତିମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏହା ସହିତ ପଲ୍ଲୀଭ୍ରମଣ ର ଦ୍ୱିତୀୟ ପର୍ଯ୍ୟାୟ କାର୍ଯ୍ୟକ୍ରମ ରେ କବିସମ୍ରାଟପଲ୍ଲୀ ଅଞ୍ଚଳ  ପରିଦର୍ଶନ କରି ମା ଓ ମାଉସୀମାନଙ୍କ ସହିତ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି।

Leave a Reply

Your email address will not be published. Required fields are marked *

error: Content is protected !!