Skip to content
ସର୍ବ ଭାରତୀୟ ଆଜାଦ୍ ଠେଙ୍ଗା ବାହିନୀ ଓ ଆନ୍ତର୍ଜାତୀୟ ମାନବ ଅଧିକାର ରକ୍ଷକ ମିଳିତ ସହଯୋଗ ଦ୍ୱାରା ପବିତ୍ର ରଥଯାତ୍ରା, ମହାପ୍ରଭୂ ଶ୍ରୀଜଗନ୍ନାଥ, ପ୍ରଭୂ ବଳଭଦ୍ର ଓ ମା ଦେବୀ ସୁଭଦ୍ରା ଙ୍କ ଦର୍ଶନ ଆଶ୍ରିବାଦ ପ୍ରାପ୍ତ ନିମନ୍ତେ, ଲକ୍ଷ ଲକ୍ଷ ଭକ୍ତ ଙ୍କ ସହଯୋଗରେ ରଥଯାତ୍ରା ସମ୍ପନ୍ନ ହୋଇଛି । ଆନ୍ତର୍ଜାତୀୟ ମାନବ ଅଧିକାର ରକ୍ଷକ ସମସ୍ତ ସଭ୍ୟ ମାନଙ୍କ ଅକୁଣ୍ଠ ସମର୍ଥନ ଓ ସହଯୋଗରେ ଖାଦ୍ୟ-ପେୟ ଓ ଜଳୀୟ ପାନ ର ବ୍ୟବସ୍ଥା ର ଅତି ସୁନ୍ଦର ଓ ଶାନ୍ତି ଶୃଙ୍ଖଳା ସହିତ ସମ୍ପନ୍ନ ହୋଇଯାଇଛି। ସ୍ବେଛାସେବୀ ଙ୍କ ଅକ୍ଲାନ୍ତ ପରିଶ୍ରମ ସହିତ ଏହି କାର୍ଯ୍ୟକ୍ରମ ରେ ରାସ୍ତା ଘାଟ ପରିଷ୍କାର, ଶାନ୍ତି ଶୃଙ୍ଖଳା ରକ୍ଷା କରିବା, ସ୍ବାସ୍ଥ୍ୟ ସେବା, ପାନୀୟ ଜଳ ବଣ୍ଟନ, ସୂଚନା ପ୍ରଦାନ ଆଦି ସେବା କାର୍ଯ୍ୟରେ ନିୟୋଜିତ ହୋଇଥିଲେ । ଆନ୍ତର୍ଜାତୀୟ ମାନବ ଅଧିକାର ରକ୍ଷକ ର ଗଲ୍ଫ ଦେଶ ର ସଭାପତି ଓ ଆନ୍ତର୍ଜାତୀୟ ସାଧାରଣ ସମ୍ପାଦକ ବିଶ୍ଵ ରଞ୍ଜନ ସାହୁଙ୍କ ସୂଚନା ମୁତାବକ ସମସ୍ତ ବର୍ଗର ବ୍ୟକ୍ତିମାନଙ୍କୁ ସହାୟତା କରିବା ପାଇଁ ଆମେ ପ୍ରତିଶ୍ରୁତିବଦ୍ଧ।
Post Views: 541
error: Content is protected !!