Skip to content
ସାରା ରାଜ୍ୟରେ ଲାଗି ରହିଛି ବର୍ଷା। ଏହି କ୍ରମରେ ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏଥିପାଇଁ ସ୍ବତନ୍ତ୍ର ରିଲିଫ କମିଶନର ବା ଏସ୍ଆର୍ସିଙ୍କ ସୂଚନା ଆଧାରରେ ସୁନ୍ଦରଗଡ଼ ଜିଲ୍ଲାର ସମସ୍ତ ସ୍କୁଲ୍ ଓ ଅଙ୍ଗନବାଡ଼ିଗୁଡ଼ିକୁ ଗୁରୁବାର ଅର୍ଥାତ୍ ଅଗଷ୍ଟ ୩ ତାରିଖ ପାଇଁ ଛୁଟି ଘୋଷଣା କରାଯାଇଛି। ଏ ସମ୍ପର୍କରେ ଜିଲ୍ଲାର ସମସ୍ତ ବରିଷ୍ଠ ବିଭାଗୀୟ ଅଧିକାରୀଙ୍କୁ ସୂଚନା ଦିଆଯାଇଛି।
Post Views: 752
error: Content is protected !!