ଗୁରୁନାନକ ସ୍କୁଲ୍ରେ ସାମୁହିକ ଔଷଧ ସେବନ କାର୍ଯ୍ୟକ୍ରମ
1 min read
ରାଉରକେଲା ସହରର ସେକ୍ଟର-୨୧ ସ୍ଥିତ ଗୁରୁ ନାନକ ପବ୍ଲିକ ସ୍କୁଲ୍ରେ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗର ନିର୍ଦ୍ଦେଶାବଳି ଅନୁଯାୟୀ ସାମୁହିକ ଔଷଧ ସେବନ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ଅଗଷ୍ଟା ୧୦ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ହୋଇଥିବା

ଏହି କାର୍ଯ୍ୟକ୍ରମ ମାଧ୍ୟମରେ ବିଦ୍ୟାଳୟର ନର୍ସରୀ ରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀମାନଙ୍କୁ ଔଷଧ ସେବନ କରାଯାଇଥିଳା।