ଢେଙ୍କାନାଳ ଜିଲ୍ଲାପାଳଙ୍କ ଦ୍ୱାରା ଘରପୋଡି କ୍ଷତିଗ୍ରସ୍ତଙ୍କୁ ସହାୟତା

1 min read
Spread the love

ଢ଼େନାଙ୍କାନାଳ  ଜିଲ୍ଲାପାଳ ସରୋଜ କୁମାର ସେଠୀ, ଜିଲ୍ଲାର ସଦର ବ୍ଲକସ୍ଥିତ କାଇମାଟି, ଶବର ସାହିର ଛଅଟି ପରିବାରକୁ ତାଙ୍କର ଘର ପୋଡ଼ିଯାଇଥିବାରୁ ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି। ଏହି ସହାୟତା ରାଶି ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡ ରୁ ପ୍ରଦାନ କରାଯାଇଛି। ଏଥିପାଇଁ ପ୍ରତ୍ୟେକ ପରିବାରକୁ ଦଶହଜାର ଟଙ୍କା ଏବଂ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ଦିଆଯାଇଛି। ଅଗ୍ନିକାଣ୍ଡ ଦ୍ୱାରା କ୍ଷତିଗ୍ରସ୍ତ ହୋଇଥିବା ପରିବାର ପକ୍ଷରୁ ମମତା ସାହାଣୀ, ଟିକି ସାହାଣୀ, ମଞ୍ଜୁ ସାହାଣୀ, ନିହୋଲି ସାହାଣୀ, ରାଧା ସାହାଣୀ, କାମିନୀ ସାହାଣୀ ଆର୍ଥିକ ସହାୟତା ରାଶି ଗ୍ରହଣ କରିଥିଲେ।

Leave a Reply

Your email address will not be published. Required fields are marked *

error: Content is protected !!