ବିକଶିତ ଭାରତ ସଂକଳ୍ପ ଯାତ୍ରା ସଚେତନତା ରଥ ଶୁଭାରମ୍ଭ

1 min read
Spread the love

ଢେଙ୍କାନାଳରେ ବିକଶିତ ଭାରତ ସଂକଳ୍ପ ଯାତ୍ରା ସଚେତନତା ରଥର ଶୁଭାରମ୍ଭ ହେଇଛି । ଏହି ସଚେତନତା ରଥକୁ ଜିଲ୍ଲାପାଳ ମନୋରଞ୍ଜନ ମଲ୍ଲିକ ପତକା ଦେଖାଇ ଶୁଭାରମ୍ଭ କରିଛନ୍ତି । କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରାୟୋଜିତ ଏହି ସଚେତନତା ରଥ ସରକାରଙ୍କ ପ୍ରମୁଖ ଜନହିତକର ଉନ୍ନୟନମୂଳକ ଯୋଜନା ସମ୍ପର୍କରେ ଲୋକମାନଙ୍କୁ ଅବଗତ କରାଇବ । ଦୁଇଟି ସଚେତନତା ରଥ ଜିଲ୍ଲାର ସମସ୍ତ ଅଞ୍ଚଳ ଦୁଇମାସ ବୁଲିବ ।

ଏହି ଶୁଭାରମ୍ଭ ସମୟରେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜ୍ୟୋତି ଶଙ୍କର ସାହୁ, ଜିଲ୍ଲା ପରିଷଦ ଅଧିକାରୀ ଓ କର୍ମଚାରୀ ମାନେ ଉପସ୍ଥିତ ଥିଲେ।

Leave a Reply

Your email address will not be published. Required fields are marked *

error: Content is protected !!